ଆଜି ଏକାମ୍ର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ବାବୁ ସିଂଙ୍କ ଜନ୍ମଦିନ ଅବସରରେ ତାଙ୍କ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରି ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ସମ୍ବର୍ଦ୍ଧନା ଜଣାଇଲେ ଡଃ:ନିବେଦିତା ରଥ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କର ସୁସ୍ଥ, ନିରାମୟ ଓ ଦୀର୍ଘାୟୁ ଜୀବନ କାମନା କରୁଛୁ।
ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା ଓ ଶୁଭକାମନା! 💐

















Leave a Reply